ଅଜଣା ଗାଡ଼ି ଧକ୍କାରେ ୧୬ ଗୋରୁ ମୃତ, ୪ ଗୁରୁତର
କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କାରେ ୧୬ ଗୋରୁଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଥିବା ଖବର ଆସିଛି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପରଜଙ୍ଗ ଥାନା ଏନଏଚ୍ ୫୩ ବାରିହାପୁର ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି।
ରାସ୍ତାରେ କିଛି ଗୋରୁ ଶୋଇଥିବାବେଳେ ଦ୍ରୁତ ଗତି ଯାଉଥିବା ଏକ…