ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱାର୍ଡ
ମୁମ୍ବାଇ: ବଲିଉଡ୍ କିମ୍ଵଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡରେ ସମ୍ମାନିତ କରାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଟ୍ଵିଟ୍ କରି ଏହି ସୂଚନା ଦେଇଛନ୍ତି। ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ତାଙ୍କୁ ଏହି ଫାଲକେ ସମ୍ମାନରେ ସମ୍ମାନିତ…