Latest Odisha News

BREAKING NEWS

ଥାନାକୁ ଆସିଲା କଲ୍… ‘ଏକୁଟିଆ ଝିଅ, ସାହାଯ୍ୟ ଦରକାର’, ତା ପରେ ପୋଲିସ୍ ପହଞ୍ଚି ଯାହା ଦେଖିଲା…..

ଆଗ୍ରା: ବର୍ତ୍ତମାନ ସ୍ଥିତିରେ ଯେଉଁଭଳି ଭାବେ ମହିଳାଟି ଅସୁରକ୍ଷିତ ହୋଇଯାଇଛି, ସେନେଇ ବିଭିନ୍ନ ରାଜ୍ୟରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ହେଲପ୍ ଡେକ୍ସ ପ୍ରସ୍ତୁତ କରାଯାଇ ହେଲପଲାଇନ୍ ନମ୍ବର ଜାରି କରାଯାଇଛି । ଏଥିପାଇଁ ସ୍ବତନ୍ତ୍ର ଟିମ୍ ମଧ୍ୟ ମୁତୟନ କରାଯାଇଛି । ଯିଏବି ଏହି ନମ୍ବରରେ କଲ୍…

ମନ କି ବାତ୍‌: ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦୀ

ଭୁବନେଶ୍ଵର: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥ ତମ ମନ କି ବାତ୍‌ । ଆଜିର ରେଡିଓ କାର୍ଯ୍ୟକ୍ରମରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।…

ବୈଜ୍ଞାନିକଙ୍କ ବଡ ଖୁଲାସା, ୨୦୦ ବର୍ଷରେ ଶେଷ ହୋଇଯିବ ଆଣ୍ଟାର୍କଟିକାର ଗ୍ଲେସିଅର

ନୂଆଦିଲ୍ଲୀ: ଏପରି କିଛି ଜିନିଷ ଅଛି ଯାହା ମଣିଷକୁ ସୂର୍ଯ୍ୟଙ୍କର ପ୍ରଖର ଉତ୍ତାପରୁ ରକ୍ଷା କରିଥାଏ । ସେଥିମଧ୍ୟରୁ ଗୋଟିଏ ହେଉଛି ଆଣ୍ଟାର୍କଟିକାର ଗ୍ଲେସିଅର । ଏହା ପୃଥିବୀ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । କିନ୍ତୁ ନିକଟରେ ବୈଜ୍ଞାନିକଙ୍କ ଅଧ୍ୟୟନରେ ଏକ…

ହିଜବୁଲ୍ଲା ଘୋଷଣା କଲା ନୂଆ ମୁଖିଆ; ଜାଣନ୍ତୁ କିଏ ନେବ ନସରଲ୍ଲାହର ଜାଗା……

ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାହ ନିପାତ ହେବା ପରେ ଏବେ ହିଜବୁଲ୍ଲାକୁ ଲାଗିଛି ଶକ୍ତ ଝଟକା । ତେବେ ଏହି ଘଟଣା ପରେ ପୁଣି ଇସ୍ରାଏଲକୁ କଡା ଜବାବ ଦେବା ପାଇଁ ଅଣ୍ଟା ଭିଡିଲାଣି  ହିଜବୁଲ୍ଲା । ଏହାରି ଭିତରେ ହିଜବୁଲ୍ଲା ତାର ନୂଆ ମୁଖିଆ…

ନକ୍ସଲଙ୍କ ଆଇଇଡି ବିସ୍ଫୋରଣ: ୫ ଯବାନ ଆହତ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ଟେରାମ୍‌ ଗୁଡୁମ୍‌ ଗାଁ ଜଙ୍ଗଲରେ ନକ୍ସଲ ଆଇଇଡି ବିସ୍ଫୋରଣ ହୋଇଥିଲା । ଫଳରେ ୫ ଜଣ ଯବାନ ଆହତ ହୋଇଛନ୍ତି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମାଲକାନଗିରି ସୀମାନ୍ତ ଛତିଶଗଡ଼…

ନେପାଳରେ ବନ୍ୟା ଓ ଭୂସ୍ଖଳନ: ୧୧୨ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଲଗାତାର ବର୍ଷାରେ ବେହାଲ ହୋଇପଡିଛି ନେପାଳ । ଗତ ୨୪ ଘଣ୍ଟାରେ ଦେଶର ଅନେକ ସ୍ଥାନରେ ଲଗାତାର ବର୍ଷା କାରଣରୁ ବନ୍ୟା ଏବଂ ଭୁସ୍ଖଳନ ପରିସ୍ଥିତି ଉପୁଜିଛି । ଫଳରେ ଧନଜୀବନ ବ୍ୟାପକ ରୁପରେ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ଏବଂ ବଜ୍ରାଘାତ ଯୋଗୁଁ ୧୧୨ ଜଣଙ୍କର…

ସୁନୀତା ଓ୍ବିଲିୟମ୍ସ ରିଟର୍ଣ୍ଣସ: କାଉଣ୍ଟ ଡାଉନ ଆରମ୍ଭ

ନୂଆଦିଲ୍ଲୀ: ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍‌ସ । ଆରମ୍ଭ ହେଲା କାଉଣ୍ଟ ଡାଉନ । ସୁନୀତାଙ୍କୁ ମହାକାଶରୁ ଫେରାଇ ଗଲା କ୍ରୁ-୯ । ସୁନୀତା ଯାଇଥିବା ମହାକାଶଯାନ ବୋଇଂ ଷ୍ଟାରଲାଇନ୍‌ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବାରୁ ଗତ ୬ ଜୁନ ୨୦୨୪ରୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରେ…

ଧରା ପଡିଲେ ଅମାନିଆ ଗାଡି ଚାଳକ, ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର: ଗାଡ଼ି ଚେକିଂ ବେଳେ ମିଳିଲା ପୁଳାପୁଳା ଟଙ୍କା । ଓମ୍‌ଫେଡ୍‌ ଛକ ନିକଟରେ କାର୍‌ରୁ ଟଙ୍କା ଜବତ କଲା ପୋଲିସ । ୪ ଲକ୍ଷ ୭୭ ହଜାର ଟଙ୍କା ଜବତ ସହ ଜଣେ ଯୁବକକୁ ଅଟକ ରଖିଛି ପୋଲିସ । ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟଜ୍ୟୋତି ନାୟକ। ପୋଲିସ ତାଙ୍କୁ ଅଟକ ରଖି ଟଙ୍କା ବାବଦରେ ପଚରାଉଚରା…

କୋଣାର୍କ ସୂର୍ଯ୍ୟାସ ଓଡ଼ିଶା ବନାମ ଇଣ୍ଡିଆ କ୍ୟାପିଟଲ୍ସ

ସୁରଟ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ ରେ କୋଣାର୍କ ସୂର୍ଯ୍ୟାସ ଓଡ଼ିଶା ଆଜିର ମ୍ୟାଚ ପାଇଁ ପ୍ରସ୍ତୁତି ଶେଷ କରିଛି । ସୁରଟର ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଆଜି ଦୀନେଶ କାର୍ତ୍ତିକଙ୍କ ଇଣ୍ଡିଆ କ୍ୟାପିଟଲ୍ସକୁ ଭେଟିବ କୋଣାର୍କ ସୂର୍ଯ୍ୟାସ ଓଡ଼ିଶା । ସନ୍ଧ୍ୟା ୭ରେ ଖେଳ ଆରମ୍ଭ…