Latest Odisha News

BREAKING NEWS

ଇୟରବଡ୍ କାନକୁ ବିପଦ ! ଜାଣନ୍ତୁ ସୁରକ୍ଷିତ ବ୍ୟବହାରର କୌଶଳ

ଆଜିକାଲି ସମସ୍ତେ ଇୟରବଡ ବ୍ୟବହାର କରୁଥିବା ଏକ ସାଧାରଣ କଥା ପାଲଟିଛି। କେବଳ ଯୁବକ ନୁହଁନ୍ତି ବୟସ୍କମାନେ ମଧ୍ୟ ଇୟର ଫୋନ୍ ବହୁଳ ଭାବରେ ବ୍ୟବହାର କରୁଛନ୍ତି। ଓୟାରଲେସ୍ ବା ବେତାର ଇୟରବଡ ଯାହା ଲମ୍ବା ତାରରୁ ମୁକ୍ତି ପାଇବା ପାଇଁ ଲୋକ ବ୍ୟବହାର କରୁଛନ୍ତି, ତାହା ବହୁତ ଷ୍ଟାଇଲିସ୍ ଏବଂ…

‘ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ’

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅବାହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଯାଇଛି । ବୈଠକରେ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଶାରେ ବିଶ୍ୱବିଦ୍ୟାଳୟ ମାନଙ୍କରେ ଖାଲି ପଡିରହିଥିବା ଅଧ୍ୟାପକ ପଦବୀ ଗୁଡିକ ଯେପରି ଅତି ଶୀଘ୍ରରୁ ଶୀଘ୍ର ପୂରଣ ହୋଇପାରିବ ସେହି ଦିଗରେ ପଦକ୍ଷେପ…

ଉଜୈନର ପ୍ରସିଦ୍ଧ ମହାକାଳ ମନ୍ଦିରରେ ଅଘଟଣ..

ଉଜୈନ: ମଧ୍ୟପ୍ରଦେଶର ଉଜୈନରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଅଘଟଣ । ପ୍ରବଳ ବର୍ଷା କାରଣରୁ ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ପଡିଛି । ଏହା ତଳେ ଚାପି ହୋଇ ୨ ଜଣଙ୍କ ର ମୃତ୍ୟୁ ଘଟିଥିବା ବେଳେ, ୪ ଜଣ ଆହତ ହୋଇଛନ୍ତି । ଏଥିରେ ଆହତ ୪ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…

ଓଡିଶାରେ ଅପରାଧ ରୋକିବା ଦିଗରେ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ ନିମନ୍ତେ ଓଡିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ । ଏନେଇ ଆଜି ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ…

ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହେଲେ ଶ୍ରୀଲଙ୍କାର ଏହି ବ୍ୟାଟ୍ସମ୍ୟାନ

ଗେଲ: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଅବସରରେ ଶ୍ରୀଲଙ୍କାର ଯୁବ ବ୍ୟାଟ୍ସମ୍ୟାନ କାମିନ୍ଦୁ ମେଣ୍ଡିସ ପ୍ରଭାବୀ ପ୍ରଦର୍ଶନ ବଳରେ ଡନ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ସେ ଟେଷ୍ଟ କ୍ରିକେଟରେ ଦ୍ରୁତ ୧୦୦୦ ରନ ପୂର୍ଣ୍ଣ କରିବାରେ ଏହି ମହାନ ଖେଳାଳିଙ୍କ ସହ…

ପର୍ଯ୍ୟଟନ ଦିବସ: ‘ପର୍ଯ୍ୟଟନ ମିତ୍ର  ଏବଂ ପର୍ଯ୍ୟଟନ ଦିଦି’ କାର୍ଯ୍ୟକ୍ରମର ହେଲା ଶୁଭାରମ୍ଭ

ନୂଆଦିଲ୍ଲୀ: ବିଶ୍ଵ ପର୍ଯ୍ୟଟନ ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ଦ୍ଵାରା 'ପର୍ଯ୍ୟଟନ ମିତ୍ର  ଏବଂ ପର୍ଯ୍ୟଟନ ଦିଦି’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସାମାଜିକ ଅନ୍ତର୍ଭୁକ୍ତିକରଣ, ନିଯୁକ୍ତି ଏବଂ ଅର୍ଥନୈତିକ ପ୍ରଗତିର ବାହକ ଭାବରେ ପର୍ଯ୍ୟଟନକୁ ସକ୍ଷମ କରିବା ପାଇଁ…

ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣା । ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ କଲେ ପୋଲିସ ଅଧିକାରୀଙ୍କ ମା'। କୋର୍ଟ ଆଦେଶ ଅବମାନନା ନେଇ ପୋଲିସ ଅଫିସରଙ୍କ ମା’ ଏହି ଅଭିଯୋଗ ଆଣି ଥାନାରେ ଅଭିଯୋଗ କରିଛନ୍ତି । ମେଜର କିମ୍ବା ବାନ୍ଧବୀଙ୍କ…

ବର୍ଷା ଯୋଗୁ ଧୋଇ ହୋଇଗଲା କୋଣାର୍କ ସୂର୍ଯ୍ୟାସ ଓଡିଶା-ମଣିପାଲ ଟାଇଗର୍ସ ମ୍ୟାଚ

ସୁରଟ: ଚଳିତ ଲିଜେଣ୍ଡସ ଲିଗ କ୍ରିକେଟରେ ଶୁକ୍ରବାର ହେବାକୁ ଥିବା କୋଣାର୍କ ସୂର୍ଯ୍ୟାସ ଓଡିଶା ଓ ମଣିପାଲ ଟାଇଗର୍ସ ମ୍ୟାଚ ବର୍ଷା ଯୋଗୁ ଧୋଇ ହୋଇଯାଇଛି । ଫଳରେ ପ୍ରଶଂସକମାନେ ନିରାଶ ହୋଇଛନ୍ତି । କୋଣାର୍କ ସୂର୍ଯ୍ୟାସ ଟିମ ବିଜୟଧାରା ବଜାୟ ରଖିବାକୁ ଚାହୁଁଥିବା ବେଳେ ମଣିପାଲ ଟିମ ଖାତା…

ଓପିଏସସି ଚେୟାରମ୍ୟାନ୍ ହେଲେ ଆଇପିଏସ ଅରୁଣ ଷଡ଼ଙ୍ଗୀ

କଟକ: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ । ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ପରେ ତାଙ୍କୁ ଏହି ଦାୟିତ୍ୱ ମିଳିଛି ।…

ରାଜ୍ୟରେ ଖୋଲିବ ୫୮ଟି ଶୀତଳ ଭଣ୍ଡାର, ଚାଷୀଙ୍କଠାରୁ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ

ଭୁବନେଶ୍ଵର: ଜିଲ୍ଲାପାଳ ସମ୍ମିଳନୀରେ ଧାନ ସଂଗ୍ରହ ନେଇ ସୂଚନା ଦେଲେ ମନ୍ତ୍ରୀ । ଧାନର ଗୁଣବତ୍ତା ଯାଂଚ ପାଇଁ ଗ୍ରେନ୍ ଆନାଲାଇଜର ବ୍ୟବହାର କରାଯିବ । ଧାନର ଓଜନ ଜାଣିବା ପାଇଁ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ହେବ । ସେହିପରି ସଂଗୃହିତ ଧାନର ସଂରକ୍ଷଣ ପାଇଁ ଆବଶ୍ୟକୀୟ ଗୋଦାମ ଗୃହ ପ୍ରସ୍ତୁତ…