ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତ ସମୟରେ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର ମଧ୍ୟ ସୂଚନା…