ବନ୍ଦ ହେଲା କେଦାରନାଥ ପୀଠ କପାଟ, ୬ ମାସ ଯାଏଁ ଦର୍ଶନ କରିପାରିବେନି ଭକ୍ତ
ଡେରାଡୁନ: ଶୀତକୁ ଦୃଷ୍ଟିରେ ରଖି ଆଜିଠୁ ୬ମାସ ପାଇଁ ବନ୍ଦ ରହିବ କେଦାରନାଥ ଧାମ । ଶୀତ ଋତୁ ପାଇଁ ବିଧିବିଧାନ ଅନୁସାରେ ପୂଜାର୍ଚ୍ଚନା ପରେ ଆଜି ବାବା କେଦାରନାଥ ପୀଠ କପାଟକୁ ବନ୍ଦ କରାଯାଇଛି । ତୁଷାରପାତ ଆରମ୍ଭରୁ ଏହାକୁ ବନ୍ଦ କରାଯାଇଥିବା ବେଳେ ୬ ମାସ ପରେ ଏହା ଖୋଲିବ ବୋଲି ଜଣାପଡିଛି।…