ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଖାଲି ସିନ୍ଦୁକ ଓ ଆଲମାରୀ
ପୁରୀ: ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଇଛି । ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ସେବାୟତଙ୍କ ସହାୟତରେ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହୋଇଛି । ଏନେଇ…