Latest Odisha News

BREAKING NEWS

ନଦୀକୁ ଖସିଲା ବସ, ୧୪ ଭାରତୀୟ ମୃତ

ନେପାଳ: ନେପାଳରେ ଅଘଟଣ ।  ୪୦ ଯାତ୍ରୀଙ୍କୁ ଧରି ଯାଉଥିବା ବସ୍‌ ନଦୀକୁ ଖସିପଡିଲା । ଫଳରେ ୧୪ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା । ଶୁକ୍ରବାର ପୋଖରାରୁ ନେପାଳ କାଠମାଣ୍ଡୁକୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହାର ନମ୍ବର UP(ଉତ୍ତରପ୍ରଦେଶ)…

ଗିରଫ ହେଲେ ରେଞ୍ଜର ବାବୁ, ଫାର୍ମହାଉସରେ କରିଥିଲେ ମିନି ଚିଡିଆଖାନା

ଢେଙ୍କାନାଳ: ବନ୍ଧାହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହାସହିତ ବନ୍ୟଜନ୍ତୁଙ୍କୁ ବନ୍ଧୀ କରି ରଖିବା ପାଇଁ ମଧ୍ୟ ତାଙ୍କ ବିରୁଦ୍ଧରେ ଡବ୍ଲୁଏଲପି ଆକ୍ଟ, ୧୯୭୨ ଅନୁଯାୟର ମାମଲା ରୁଜୁ ହୋଇଛି ।…

ପୁଣି ୨ ଦିନିଆ ରିମାଣ୍ଡରେ ଗଲା ସିମ ବକ୍ସ ମାଫିଆ ରାଜୁ

ଭୁବନେଶ୍ବର: ସିମ୍ ବକ୍ସ କାରବାର ମାମଲାରେ ପୁଣି ରିମାଣ୍ଡରେ ଗଲା ଅଭିଯୁକ୍ତ ରାଜୁ ମଣ୍ଡଳ । ଆଉ ୨ ଦିନ ରିମାଣ୍ଡରେ ନେଇ ଜେରା କରିବ କମିଶନରେଟ ପୋଲିସ । ତେବେ ଏହି ରିମାଣ୍ଡ ପାଇଁ ୭ ଦିନ ଆବେଦନ କରିଥିଲେ ମଧ୍ୟ ପୋଲିସକୁ ୨ ଦିନ ଅନୁମତି ମିଳିଛି । ତେବେ ଖୋଲୁଛି ସିମ୍ ବକ୍ସ ମିଷ୍ଟ୍ରି…

କବାଡ଼ିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ପୁରୀ: କୁମ୍ଭାରପଡା ଥାନା ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ। ଥାନା ନିକଟ ଆଲାମଚଣ୍ଡୀ ମନ୍ଦିର ପାଖରେ ଥିବା ଏକ କବାଡିଆ ଗୋଦାମରେ ଲାଗିଛି ନିଆଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ। ଏହି ଘଟଣାରେ ଧୂଆଁର ଧାର ଆକାଶ ଯାଏଁ ଲମ୍ବି ରହିଥିଲା । ଟାୟାର ଜଳିବାରୁ ନିଆଁ ଲାଗିଥିବା ଆଶଙ୍କା। ଅଗ୍ନିଶମ…

ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିଲେ ବିଜେଡି ବିଧାୟକ, ବିରୋଧୀଙ୍କ ଡ୍ରାମା କହିଲେ ଶାସକ ବିଧାୟକ

ଭୁବନେଶ୍ବର: ଲଗାତାର ୩ ଦିନ ହେଲା ଚାଲିପାରୁନି ଗୃହ । ବିରୋଧୀଙ୍କ ହୋହାଲ୍ଲା, ଓ ସରକାର ବିରୋଧୀ ଆଭିମୁଖ୍ୟ ଗୃହରେ ଜାରି ରହିଛି । ପ୍ରଥମେ ଛାତ୍ର ସଂସଦ ନିର୍ବାଚନ ଓ ପରେ ଚିକିଟି ମଦ ମୃତ୍ୟୁ ନେଇ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ କଂଗ୍ରେସ ଓ ବିଜେଡି ଗୃହରେ ହଟ୍ଟଗୋଳ…

ଜେଲରୁ ବାହାରିବେ କି କେଜ୍ରିୱାଲ? ମୁଖ୍ୟମନ୍ତ୍ରୀଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ଵସ୍ତି ମିଳିବ କି ନାହିଁ ତାହା ଉପରେ ନଜର ରହିଛି । କାରଣ ଆଜି ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ ।…

ବଲାଙ୍ଗିର ଜେଲ୍‌ରେ ପୋଲିସ ବିଭାଗର ବଡ଼ଧରଣର ଚଢ଼ାଉ, ଅନେକ ନିଶାଦ୍ରବ୍ୟ ଜବତ

ବଲାଙ୍ଗିର: ବଲାଙ୍ଗିର ଜେଲ୍‌ରେ ପୋଲିସ ବିଭାଗର ବଡ଼ଧରଣର ଚଢ଼ାଉ। ଜେଲ୍‌ରେ ଗାଙ୍ଗୱାର ଖବର ପ୍ରକାଶ ପରେ କରାଯାଇଛି ଚଢ଼ାଉ। ଏସ୍‌ପି ଋଷିକେଶ ଖିଲାରୀଙ୍କ ନେତୃତ୍ବରେ ବଡ଼ଧରଣର ଚଢ଼ାଉ କରାଯାଇଛି। ଏହି ଚଢାଉରେ ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ୍ ପୋଲିସ ଫୋର୍ସ ଓ ୯ ଅଫିସର ସାମିଲ ଅଛନ୍ତି।…

ଓଏସଆରଟିସି ସିଏଓଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର: ଓଏସଆରଟିସି (OSRTC) ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ରେଡ୍‌। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚାଲିଛି ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି…

ଭାରତର ଚନ୍ଦ୍ର ବିଜୟକୁ ବର୍ଷେ: ପ୍ରସ୍ତୁତ ଅଛି ଚନ୍ଦ୍ରଯାନ-୪ର ଡିଜାଇନ, ୫ ବର୍ଷରେ ଲଞ୍ଚ କରିବ ୭୦ ସାଟେଲାଇଟ

ବେଙ୍ଗାଲୁରୁ: ଆଜି ସାରା ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ। ଗତବର୍ଷ ଆଜିର ଦିନରେ ଜହ୍ନ ରାଇଜରେ ଓହ୍ଲାଇଥିଲା ଚନ୍ଦ୍ରଯାନ-୩। ଚଳିତବର୍ଷର ଥିମ୍ ରହିଛି- "Touching Lives while Touching the Moon: India's Space Saga." । ଭାରତର ଚନ୍ଦ୍ର ବିଜୟକୁ ଆଜି ବର୍ଷେ ପୂରଣ ହୋଇଛି।…

ତ୍ରିପୁରାରେ ପ୍ରକୃତିର ତାଣ୍ଡବ: ଲଗାଣ ବର୍ଷା ଯୋଗୁଁ ଭୂସ୍ଖଳନ; ଗଲା ୨୨ ଜୀବନ, ୧୭ ଲକ୍ଷ ଲୋକେ ପ୍ରଭାବିତ

ଅଗରତାଲା: ଗତ କିଛି ଦିନ ଭିତରେ ତ୍ରିପୁରାରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷାରେ ପ୍ରକୃତିକର ତାଣ୍ଡବ ରଚିଛି। ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଫଳରେ ୨୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ନିଖୋଜ ଅଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଅନେକ ଲୋକଙ୍କ ଘର ନଷ୍ଟ ହୋଇଯାଇଛି। ୧୭…