ଅଣନିଶ୍ବାସୀ ଦିଲ୍ଲୀ: ଏୟାର କ୍ବାଲିଟି ଇଣ୍ଡେକ୍ସ ସୂଚକାଙ୍କ ୪୦୦ ପାର୍
ନୂଆଦିଲ୍ଲୀ: ଦୀପାବଳିରେ ଅଣନିଶ୍ବାସୀ ହୋଇପଡ଼ିଛି ଦିଲ୍ଲୀ । ଦିଲ୍ଲୀ-ଏନସିଆର୍ ଆକାଶ ଧୂଆଁ ଧୂଆଁ ହୋଇଯାଇଛି । ବାୟୁର ଗୁଣବତା ବିପଦଜନକ ସ୍ତରକୁ ଖସିଯାଇଛି । ଲୋକଙ୍କ ନିଶ୍ବାସ ପ୍ରଶ୍ବାସରେ ସମସ୍ୟା ସୃଷ୍ଟି ହୋଇଛି । ଆଜି ଦିଲ୍ଲୀ ଏୟାର କ୍ବାଲିଟି ଇଣ୍ଡେକ୍ସ ସୂଚକାଙ୍କ ୪୦୦ ପାର୍ କରିଛି ।…