Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ

ମୟୂରଭଞ୍ଜ: ଆଜି ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କର ପ୍ରଥମ ମୟୂରଭଞ୍ଜ ଗସ୍ତ । ଏଥିପାଇଁ ରବିବାର ମୟୂରଭଞ୍ଜ ଗସ୍ତରେ ଯାଉଛନ୍ତି । ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାରେ ଯୋଗ…

ଲେବାନନ ଛାଡିବାକୁ ନାଗରିକଙ୍କୁ କହିଲେ ଆମେରିକା ସମେତ ଅନ୍ୟ ଦେଶ

ନୂଆଦିଲ୍ଲୀ: ଇସ୍ରାଏଲ ଓ ଲେବାନନ ମଧ୍ୟରେ ସଂଘର୍ଷ ତୀବ୍ର ହେବାରେ ଲାଗିଛି । ରବିବାର ଆମେରିକା, ଫ୍ରାନ୍ସ, କାନାଡା ଓ ବ୍ରିଟେନ ତାଙ୍କ ନାଗରିକଙ୍କୁ ଲେବାନନ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲେବାନନରେ କିଛି ବଡ ହେବାକୁ ଯାଉଛି । ବିମାନ ସେବା ଉପଲବ୍ଧ ହେବା ପର୍ଯ୍ୟନ୍ତ ତୁରନ୍ତ ସ୍ଥ୍‌ାନ…

ଭେଟଘାଟରେ ମୋଦିଙ୍କ ଆକର୍ଷଣୀୟ ଉପହାର, ଖୁସି ହୋଇଗଲେ ବାଇଡେନ୍

ନୂଆଦିଲ୍ଲୀ: ଆମେରିକାର ୱିଲମିଙ୍ଗଟନରେ ଆୟୋଜିତ କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବା ଲାଗି ୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାରି ଭିତରେ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି ମୋଦି । ଶନିବାର ବାଇଡେନଙ୍କ ହୋମ୍ ଟାଉନ୍ ୱିଲିଂଟନ୍ ଡେଲାୱେରରେ ପହଞ୍ଚିବା ପରେ…

କାହିଁକି ୧୧ ଦିନିଆ ଉପବାସ କରିବେ ପୱନ କଲ୍ୟାଣ? 

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ତିଆରି ହେଉଥିବା ଲଡୁ ପ୍ରସାଦକୁ ନେଇ ବିବାଦ ଥମିବାର ନା ନେଉନାହିଁ। ଏହାରି ମଧ୍ୟରେ ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ କହିଛନ୍ତି ଯେ ତିରୁମାଲା ତିରୁପତି ମନ୍ଦିରରେ…

ଦୁର ହେଲା ଚିନ୍ତା, ଏଥର ବି ଦଶହରାରେ ବଙ୍ଗାଳୀଙ୍କ ହାଣ୍ଡିଶାଳରେ ବାସିବ ଇଲିଶି, କଟକଣା ଉଠାଇଲା ବାଂଲାଦେଶ

ନୂଆଦିଲ୍ଲୀ: ପୁଣି ଭାରତକୁ ଇଲିଶି ପଠାଇବ ବାଂଲାଦେଶ । ଇଲିଶି ରପ୍ତାନୀ ଉପରେ ଲଗାଇଥିବା କଟକଣାକୁ ଉଠାଇଲା ବାଂଲାଦେଶ। ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଲାଗିଥିବା କଟକଣା ଉଠାଇଛନ୍ତି ବାଂଲାଦେଶ ସରକାର । ଦୂର୍ଜାପୂଜା ଅବସରରେ ୩ହଜାର ମେଟ୍ରିକ ଟନ୍‌ ଇଲିଶି ମାଛ…

ଅଶ୍ୱୀନଙ୍କ ବୋଲିଂରେ ବାଂଲାଦେଶ ଧରାଶାୟୀ, ୨୮୦ ରନରେ ଜିିତିଲା ଟିମଇଣ୍ଡିଆ

ଚେନ୍ନାଇ: ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱୀନଙ୍କ ଚମତ୍କାର ବୋଲିଂ ବଳରେ ଭାରତ ୨୮୦ ରନରେ ବାଂଲାଦେଶକୁ ପରାସ୍ତ କରିଛି । ଏଥିସହ ଟିମ ଇଣ୍ଡିଆ ୨ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ର ଅଗ୍ରଣୀ ହାସଲ କରିଛି । ୫୧୫ ରନର ଲକ୍ଷ୍ୟକୁ ପିଛା କରି ବାଂଲାଦେଶ ୨୩୪ ରନରେ…

ବିଜେଡିର ୬ ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ବର: ବନ୍ଦ ଡାକରା ଦେବ ବିଜେଡି । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ…

ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେଲେ ଅନୁରା କୁମାରା ଦିଶାନାୟକେ । ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରାଙ୍କୁ ମିଳିଛି ୫୬% ଭୋଟ୍‌ । ଦେଶର ୧୦ମ ରାଷ୍ଟ୍ରପତି ନିର୍ବାଚନ ଗତକାଲି ଭୋଟିଂ ହୋଇଥିଲା ଏବଂ ମତଦାନ ଗଣନା ଗତକାଲି ସଂଧ୍ୟା ୫ ସୁଦ୍ଧା ଆରମ୍ଭ…

ପୁଣି ଟ୍ରେନ ଲାଇନଚ୍ୟୁତ ପାଇଁ ବଡ ଷଡଯନ୍ତ୍ର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍ । ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର । କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି । ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ…

ଗିରଫ ହେଲେ ବାଲେଶ୍ବର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଗିରଫ ହେଲେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ମଣ୍ଡଳ ମୁଖ୍ୟଯନ୍ତ୍ରୀ ଏନ ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶନିବାର ଦିନ ହରିହର ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏନଭି ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ ।…