ସେନା ଅଧିକାରୀଙ୍କୁ ଆକ୍ରମଣ ଘଟଣା; ଗିରଫ ହୋଇଥିବା ୭ ଜଣଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ସେନା ଅଧିକାରୀଙ୍କୁ ଆକ୍ରମଣ ଏବଂ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିବା ଅଭିଯୋଗରେ ଶନିବାର ଗିରଫ ହୋଇଥିବା ସମସ୍ତ ୭ ଜଣଙ୍କୁ ସ୍ଥାନୀୟ କୋର୍ଟ ଜାମିନ ପ୍ରଦାନ କରିଛନ୍ତି।
ସୂଚନାନୁସାରେ, ଭୁବନେଶ୍ୱରର ଜେଏମଏଫସି କୋର୍ଟ ଏହି ମାମଲାର ସମସ୍ତ ୭ ଜଣ…