ଭରତପୁର ଥାନା ମାମଲା: ବିରୋଧିକୁ ସୌମ୍ୟଙ୍କ ଟାର୍ଗେଟ
ଭୁବନେଶ୍ଵର: ଭରତପୁର ଥାନା ମାମଲାରେ ବିରୋଧିକୁ ସୌମ୍ୟଙ୍କ ଟାର୍ଗେଟ । କହିଲେ ଗୋଟିଏ ଘଟଣାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କହିହେବନି । ୨୫ ବର୍ଷର ସରକାରକୁ ୧୦୦ ଦିନର ସରକାର ସହ ତୁଳନା ଠିକ ନୁହେଁ ବୋଲି କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ ।
ସୌମ୍ୟ ଆହୁରି ମଧ୍ୟ କହିଛନ୍ତି ଯେ, ଯେଉଁସବୁ…