Latest Odisha News

BREAKING NEWS

ସେନସର ବୋର୍ଡ ଉପରେ କାହିଁକି ବର୍ଷିଲେ ହାଇକୋର୍ଟ

ମୁମ୍ବାଇ: କଙ୍ଗନା ରଣାୱତଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର 'ଏମରଜେନ୍ସି' ଦୀର୍ଘ ଦିନ ଧରି ବିବାଦ ଘେରରେ ରହିଛି। ଏହି ଫିଲ୍ମକୁ ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସାର୍ଟିଫିକେସନ୍ (ସିବିଏଫସି) ତରଫରୁ ଫିଲ୍ମ ରିଲିଜ ନେଇ ମଧ୍ୟ କ୍ଲିୟରାନ୍ସ ମିଳିନାହିଁ। ଏହାରି ମଧ୍ୟରେ ଆଜି ବମ୍ବେ ହାଇକୋର୍ଟରେ…

ଯାଜପୁରରେ ମଡେଲ ଜେଲ୍ ପାଇଁ ଜମି ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ

ଯାଜପୁର: ଆରମ୍ଭ ହୋଇଛି ଯାଜପୁର ଜିଲ୍ଲା ମଡେଲ ଜେଲ୍ ପାଇଁ ଜମି ହସ୍ତାନ୍ତର ପ୍ରକ୍ରିୟା । ଦୀର୍ଘ ଦିନ ଧରି ଏହି ପ୍ରକଳ୍ପ ପାଇଁ ଜମି ଅଧିକରଣ ହୋଇଥିଲେ ମଧ୍ୟ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବା କାରଣରୁ ପ୍ରକଳ୍ପ କାମ ଅଧାରେ ଅଟକି ରହିଛି । ଏହି ମଡେଲ ଜେଲ୍ ପାଇଁ ମୋଟ ୨୦ ଏକର ଜମି…

ଏବେବି ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା

ଜଳେଶ୍ବର: ଏବେବି ବିପଦ ସଂକେତ ଉପରେ ରହିଛି ସୁବର୍ଣ୍ଣରେଖା ଜଳସ୍ତର । ଗୋଟେ ପଟେ ଧିରେ ଧିରେ ବିଭିନ୍ନ ନଦୀର ଜଳସ୍ତର ଖସୁଥିବା ବେଳେ ଏବେବି ବିପଦ ସଂକେତରୁ ଖସିନି ସୁବର୍ଣ୍ଣରେଖା । ଜଳେଶ୍ବର ଜାମଶୋଳା ଘାଟ ଓ ରାଜଘାଟରେ ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା ଜଳସ୍ତର ରହିଛଇ । ଜାମଶୋଳା ଘାଟରେ…

ବେହାଲ ବାଲେଶ୍ବର: ନଦୀବନ୍ଧ, ଘର ଛାତ ସାଜିଛି ସାହାରା

ବାଲେଶ୍ବର: ବନ୍ୟାରେ ବେହାଲ ହୋଇପଡିଛି ବାଲେଶ୍ବର । ଘର ଭିତରେ ବାହାରେ ସବୁଠି ପାଣି । କିଛି ସ୍ଥାନରେ ପାଣି ଛାତ ଛୁଇଁଥିବା ବେଳେ ଏବେ ନଦୀବନ୍ଧ ଓ କୋଠାଘର ଛାତ ସାଜିଛି ସାହାରା । ତମ୍ବୁ ଟାଣି ତା ତଳେ କିଏ ଆଶ୍ରୟ ନେଇଛନ୍ତି ତ ଆଉ କିଏ ସେମିତି ପଡିରହିଛନ୍ତି । କ’ଣ ଖାଇବେ କେମିତି…

ପରଲୋକରେ ହିମେଶ ରେଶମିୟାଙ୍କ ବାପା

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ…

ପୁଣି ନନ୍ଦନକାନନରୁ ବାଲୁଖଣ୍ଡ ଗଲେ ୧୩ କୃଷ୍ଣସାର ମୃଗ

ଭୁବନେଶ୍ବର: ପୁଣି ନନ୍ଦନକାନନରୁ ଆଉ ୧୩ ଟି କୃଷ୍ଣସାର ମୃଗ ବାଲୁଖଣ୍ଡ ଅଭୟାରଣ୍ୟ ଯାଇଛନ୍ତି । ବୁଧବାର ରାତିରେ ଦ୍ବିତୀୟ ପର୍ଯ୍ୟାୟରେ ଏକ ସ୍ବତନ୍ତ୍ର ଭ୍ୟାନରେ ପୁରୀ କୋଣାର୍କ ସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ ଯାଇଛନ୍ତି ଆଉ ୧୩ କୃଷ୍ଣସାର ମୃଗ । ତେବେ ପୂର୍ବରୁ ଚଳିତ ବର୍ଷ ଜୁନ୍ ମାସରେ…

ଇତିହାସ ରଚିଲା ଆଫଗାନିସ୍ତାନ କ୍ରିକେଟ ଟିମ

ଶାରଜା: ଆଫଗାନିସ୍ତାନ କ୍ରିକେଟ ଟିମ ଗୁରୁବାର ଇତିହାସ ରଚିଛି । ଶାରଜାରେ ଦଳ ଚମତ୍କାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକାକୁ ଦିନିକିଆ କ୍ରିକେଟରେ ପରାଜିତ କରିଛି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏହା ସେମାନଙ୍କର ପ୍ରଥମ ଆନ୍ତର୍ଜାତୀୟ ବିଜୟ ।  ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୧୦୬…

ବାୟୁ ପ୍ରଦୂଷଣ ପାଇଁ ବଢୁଛି ବ୍ରେନ ଷ୍ଟ୍ରୋକ

ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ପାଇଁ ବଢୁଛି ବ୍ରେନ ଷ୍ଟ୍ରୋକ। ଦ ଲାନସେଟ୍ ସ୍ନାୟୁବିଜ୍ଞାନ ଜର୍ଣ୍ଣାଲରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ସାରା ଦେଶରେ ଷ୍ଟ୍ରୋକ ଓ ତତ୍ ସମ୍ବନ୍ଧୀୟ ମୃତ୍ୟୁ ଘଟଣା ବଢିବାରେ ଲାଗିଛି। ଯେଉଁଥିପାଇଁ ବାୟୁ ପ୍ରଦୂଷଣ, ଉଚ୍ଚ ରକ୍ତଚାପ ଏବଂ ଶାରୀରିକ ନିଷ୍କ୍ରିୟତା ଆଦି…

ମେଜରଙ୍କୁ ଦୁର୍ବ୍ୟବହାର ଘଟଣା: ମୂଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ବର: ବିଚ୍ ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ୱାଇ.ବି. ଖୁରାନିଆ । ତୁରନ୍ତ ମେଜରଙ୍କୁ ରାସ୍ତାରେ ଦୁର୍ବ୍ୟହାର କରିଥିବା ରୋଡ୍‌ ରୋମିଓଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ମେଜରଙ୍କ ଏତଲା…

ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ବର: ଏଣିକି ସବୁ ଜିଲ୍ଳାରେ ଖୋଲିବ ମେଡିକାଲ କଲେଜ । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ମେଡିକାଲ କଲେଜ ହେବ । ଏବେ…