ପୁଅକୁ ଧରି ପୁରନ୍ତା ନଦୀକୁ ଡେଇଁଲା ମା’
ପିପିଲି: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ । ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ଜଣଙ୍କ ନଦୀକୁ ଡେଇଁ ପଡିଛନ୍ତି ।
ଏହା…