କାଳୀପୂଜା ଓ ଦୀପାବଳୀ ଅମାବାସ୍ୟା ପାଳନ ନେଇ ଦ୍ବନ୍ଦ, ଜାଣନ୍ତୁ କେବେ ପାଳିବେ…
ପୁରୀ: ଚଳିତବର୍ଷ ପୁଣିଥରେ କାଳୀପୂଜା ଓ ଦୀପାବଳୀ ଅମାବାସ୍ୟା ପାଳନକୁ ନେଇ ଦ୍ବନ୍ଦ୍ୱ ଦେଖାଦେଇଛି । ଓଡିଶାରେ ଅକ୍ଟୋବର ୩୧ ତାରିଖ ଦିନ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ ।
ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି…