ଡିଜିପି ନିଯୁକ୍ତି ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ହେବ ମୌଖିକ ଶୁଣାଣି
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ତଥା ସ୍ଥାୟୀ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତିକୁ ନେଇ ଲାଗି ରହିଥିବା ସସପେନ୍ସ ଏବେ ଆହୁରି ବଢ଼ିଛି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ଡିଜିପି ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାର ଗୁରୁତ୍ୱପୂର୍ଣ୍ଣ…