ଖାତାକୁ ଗଲା ସୁଭଦ୍ରା ଟଙ୍କା, ସୁଇଚ ଚିପି ଶୁଭାରମ୍ଭ କଲେ ମୋଦି
ଭୁବନେଶ୍ବର: ଓଡିଶାରେ ଆରମ୍ଭ ହେଲା ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନା । ସୁଇଚ ଚିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହିତ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଗଲା ।
ସବୁ ପ୍ରତିକ୍ଷାର ଅନ୍ତ…