ଦିନ ୧ଟା ସୁଦ୍ଧା ରାସ୍ତା ସଫେଇ କାମ ସରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଅଧରାତିର ପ୍ରଳୟ ରଚିଛି ବାତ୍ୟା ‘ଦାନା’ । ‘ଦାନା’ ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି । କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ…