Latest Odisha News

BREAKING NEWS

ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ୨ ଦିନ ବାଲିଯାତ୍ରା ଷ୍ଟଲ ପଞ୍ଜିକରଣ ବନ୍ଦ 

କଟକ: କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରହିବ । ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍‌ ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ୨୪ ଓ ୨୫ ତାରିଖ…

ବାତ୍ୟା ଭୟ: ଆସନ୍ତାକାଲିଠୁ ବନ୍ଦ ରହିବ ବିମାନ ସେବା

ଭୁବନେଶ୍ବର: ସାମୁଦ୍ରିକ ଝଡ଼ 'ଦାନା' ପାଇଁ ଆସନ୍ତା କାଲି ଅର୍ଥାତ ଗୁରୁବାରରୁ ୨୫ ତାରିଖ ଅର୍ଥାତ ଶୁକ୍ରବାର ସକାଳ ୯ଟା ପର୍ଯ୍ୟନ୍ତ ବିମାନଚଳାଚଳ ବନ୍ଦ ରହିବ । ଅପରାହ୍ନ ୫ଟା ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ କୌଣସି ବିମାନ ଉଡିବ ନାହିଁକି ଅବତରଣ କରିବ ନାହିଁ ।…

ସୁରକ୍ଷିତ ରହିବେ ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଥିବା ଅନ୍ତେବାସୀ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଦାନା ସ୍ଥିତିକୁ ଦୃଷ୍ଟିରେ ରଖି ନିଆଯାଇଛି ବଡ ପଦକ୍ଷେପ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନରେ ଥିବା ସମସ୍ତ ଆବାସିକ ବିଦ୍ୟାଳୟ, ହଷ୍ଟେଲ, ଅନ୍ବେଷା ହଷ୍ଟେଲ୍ ଏବଂ ବିଦ୍ୟାଳୟ ଓ…

ବନଖଣ୍ଡ ଅଧିକାରୀମାନେ ପ୍ରସ୍ତୁତ ରୁହନ୍ତୁ : ଜଙ୍ଗଲମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କ ସୃଷ୍ଟି କରିଛି ବାତ୍ୟା ଦାନା। ଅବପାତ ପରେ ଉଚ୍ଚ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହାକୁ ନେଇ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏପଟେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ…

ଲାଞ୍ଚ ନେଇ ବନ୍ଧାହେଲେ ଏଆରଆଇ

ବିନିକା: ଏଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ । ଭିଜିଲାନ୍ସ ହାତରେ ଧରାପଡ଼ିଲେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସିନ୍ଦୂରପୁର ସହକାରୀ ରାଜସ୍ବ ନିରୀକ୍ଷକ (ଏଆରଇ) ତଥା ଭାରପ୍ରାପ୍ତ ଆରଆଇ ବିବେକାନନ୍ଦ ତ୍ରିପାଠୀ। ଜଣେ ଅଭିଯୋଗକାରୀଙ୍କ ଠାରୁ ଜମିଜମା ସମ୍ବନ୍ଧୀୟ ସମସ୍ୟାର…

ଜାରି ହେଲା ଟେଲିଫୋନ ନମ୍ବର, ଚଢା ଦରରେ ବିକ୍ରି ହେଉଥିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି ।…

ଜାଣନ୍ତୁ ବାତ୍ୟା ‘ଦାନା’କୁ ନେଇ ୧୦ ଅପଡେଟ୍

ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ ଭିତରକନିକାରୁ ଧାମରା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। ବାତ୍ୟାର ପ୍ରଭାବରେ…

ଟି୨୦ ଆନ୍ତର୍ଜାତୀୟ କ୍ରିକେଟରେ ସବୁଠାରୁ ବଡ ସ୍କୋର କଲା ଜିମ୍ବାୱେ

ଦୁବାଇ: ଜିମ୍ବାୱେ କ୍ରିକେଟ ଟିମ ଟି୨୦ ଆନ୍ତର୍ଜାତୀୟ ମ୍ୟାଚରେ ସବୁଠାରୁ ବଡ ସ୍କୋର କରିବାର ଗୌରବ ଅର୍ଜନ କରିଛି । ଆଇସିସି ପୁରୁଷ ଟି୨୦ ବିଶ୍ୱକପ ରିଜିଓନାଲ ଆଫ୍ରିକା କ୍ୱାଲିଫାୟର ଗ୍ରୁପ ବିରେ ଗାମ୍ବିଆ ବିପକ୍ଷରେ ଜିମ୍ବାୱେ ୩୪୪ ରନ ସଂଗ୍ରହ କରିଥିଲା । ଅଧିନାୟକ ସିକନ୍ଦର ରାଜା ୪୩ ବଲରେ…

ବାତ୍ୟା ‘ଦାନା’ ନେଇ ସୋସିଆଲ ମିଡିଆରେ ପ୍ରତି ୩ ଘଣ୍ଟାରେ ଅପଡେଟ୍ ଦେବେ ରାଜ୍ଯ ସରକାର

ଭୁବନେଶ୍ୱର: ଅକ୍ଟୋବର ୨୪ ରାତିରୁ ଅକ୍ଟୋବର ୨୫ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରତି ୩ ଘଣ୍ଟା ବ୍ୟବଧାନରେ ବାତ୍ୟା 'ଦାନା' ନେଇ ଅପଡେଟ୍ ଦେବେ ରାଜ୍ଯ ସରକାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଅଗ୍ନିଶମ ସେବାର ସୋସିଆଲ ମିଡିଆ ହ୍ୟାଣ୍ଡେଲଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସୋସିଆଲ୍…

ଚୂଡାନ୍ତ ଏକାଦଶ ଚୟନ ନେଇ ଦ୍ୱନ୍ଦ୍ୱରେ ଟିମ ଇଣ୍ଡିଆ

ପୁଣେ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପୁଣେରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଖେଳାଯିବ । ପ୍ରଥମ ଟେଷ୍ଟରେ ପରାଜିତ ହୋଇଥିବା ଟିମ ଇଣ୍ଡିଆ ଏହି ମ୍ୟାଚରେ ବିଜୟ ହାସଲ କରି ସିରିଜ ବରାବର କରିବା ଲକ୍ଷ୍ୟରେ ରହିବ । ତେବେ ଏହି ମ୍ୟାଚ ପାଇଁ ଚୂଡାନ୍ତ ଏକାଦଶ ଚୟନ ନେଇ ଟିମ ଇଣ୍ଡିଆ ଦ୍ୱନ୍ଦ୍ୱରେ ରହିଛି…