‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ ନିଷ୍ପତ୍ତି
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। 'ସୁଭଦ୍ରା’ ଯୋଜନାରେ ସଂଶୋଧନ ସହ ରାଜ୍ୟ କ୍ୟାବିନେଟ୍ରେ ୬ଟି…