ମହୋଦଧିରେ ଖୋଲିବନି ମଦ କୁଡିଆ: ପଛ ଘୁଞ୍ଚା ଦେଲେ ସରକାର
ପୁରୀ: ଆଉ ମହୋଦଧିରେ ଖୋଲିବନି ମଦ କୁଡିଆ । ବିରୋଧ ଓ ବିକ୍ଷୋଭ ପରେ ଏବେ ପଛ ଘୁଞ୍ଚା ଦେଇଛନ୍ତି ରାଜ୍ୟ ସରକାର । ଅବକାରୀ ନୀତିରେ ପରିବର୍ତ୍ତନ ଆଣି ପୁରୀ ବେଳା ଭୂମିରେ ମଦ କୁଡିଆ ଖୋଲିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ କ୍ୟାବିନ୍…