ବରିଷ୍ଠ ସାମ୍ବାଦିକ ବିଜୟ ଦ୍ୱିବେଦିଙ୍କ ପରଲୋକ
ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ସାମ୍ବାଦିକ ବିଜୟ ଦ୍ୱିବେଦିଙ୍କ ୬୪ ବର୍ଷ ବୟସରେ ମଙ୍ଗଳବାର ସକାଳରେ ପରଲୋକ ହୋଇଛି। ସୂଚନା ଅନୁଯାୟୀ, ସୋମବାର ଦେହ ଅସୁସ୍ଥ କାରଣରୁ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ…