ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ…