ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ
ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ।
କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି…