Latest Odisha News

BREAKING NEWS

ନାଡାକୁ କୋର୍ଟକୁ ଭିଡିଲେ ବଜରଙ୍ଗ ପୂନିଆ

ନୂଆଦିଲ୍ଲୀ: ଭାରତର ଷ୍ଟାର ରେସଲର ଓ ଅଲିମ୍ପିକ ପଦକ ବିଜେତା ବଜରଙ୍ଗ ପୂନିଆ ତାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧ ନେଇ ନାଡାକୁ କୋର୍ଟକୁ ଭିଡିଛନ୍ତି । ତାଙ୍କୁ ଅସ୍ଥାୟୀ ଭାବେ କରାଯାଇଥିବା ନିଲମ୍ବନ ଆଦେଶ ଉପରେ ନାଡା ପୂର୍ନବିଚାର କରୁ ବୋଲି ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି ।…

ବିଜେଡିର ‘ପୋଲାଭରମ୍’ ଅସ୍ତ୍ର

ଭୁବନେଶ୍ବର: ପୋଲାଭରମ ପ୍ରକଳ୍ପକୁ ଅସ୍ତ୍ର କରି ବିଜେପି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିଜେଡି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି ବିଜେଡିର ପୋଲାଭରମ ଟିମ। ପ୍ରକଳ୍ପ ଅଞ୍ଚଳରେ ବାସ୍ତବ ସ୍ଥିତି କଣ, ସେନେଇ ନବୀନଙ୍କୁ ଜଣାଇଛନ୍ତି। ପ୍ରକଳ୍ପ…

ବାୟା କଲା ମଦ ନିଶା; ପୋଲିସର ଆଖି ସାମ୍ନାରୁ ବୋହି ନେଲେ ମଦ ବୋତଲ 

ଗୁଣ୍ଟୁର: ପୋଲିସର ଆଖି ସାମ୍ନାରୁ ବୋହି ନେଲେ ମଦ ବୋତଲ। ଜବତ ହୋଇଥିବା ମଦ ବୋତଲକୁ ପୋଲିସ ଭାଙ୍ଗିବାକୁ ଯାଉଥିବା ବେଳେ ସହି ପାରିଲେନି ମଦ ପ୍ରେମୀ। ବହୁ ସଂଖ୍ୟାରେ ମାଡି ଆସି ଟେକି ନେଇଗଲେ ମଦ ବୋତଲା ଲୋକଙ୍କ ଏଭଳି କାରନାମା ଦେଖି ଚକିତ ହୋଇପଡିଥିଲେ ପୋଲିସ ଅଧିକାରୀ। ଏହି ଘଟଣା ଘଟିଛି…

ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ, ଦାବି କଲେ ପୁନଃ ପରୀକ୍ଷା

ଭୁବନେଶ୍ବର: ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି…

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର: ଶସ୍ତା ହେଲା ଚିକିତ୍ସା

ନୂଆଦିଲ୍ଲୀ: କମିଲା କ୍ୟାନସର ଔଷଧ ଉପରେ ଜିଏସଟି ପରିମାଣ । କ୍ୟାନସର ପାଇଁ ମିଳୁଥିବା କିଛି ଔଷଧ ଉପରେ ଜିଏସଟି ପରିମାଣ କମିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ଜିଏସଟି କାଉନସିଲର ୫୪ତମ ବୈଠକରେ କିଛି ଏପରି ନିଷ୍ପତ୍ତି ହୋଇଛି । ଏଣିକି କ୍ୟାନସର ରୋଗରୁ ଉପଶମ ଦେଉଥିବା କେତେକ ଔଷଧ ଉପରେ…

ହାତୀଙ୍କୁ କାଳ ହେଉଛି ବିଦ୍ୟୁତ, ପୁଣି ଆଉ ଏକ ହାତୀର ମୃତ୍ୟୁ

ସୁନ୍ଦରଗଡ: ପୁଣି ବିଦ୍ୟୁତ ତାର ଆଘାତରେ ଆଉ ଏକ ହାତୀର ଜୀବନ ଯାଇଛି । ସୁନ୍ଦରଗଡ ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏକ ମୃତ ହାତୀ ଠାବ କରାଯାଇଥିବା ବେଳେ ବିଦ୍ୟୁତ ତାରରେ ତାର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି…

ଆଜି ବିଶ୍ବ ଆତ୍ମହତ୍ୟା ନିବାରଣ ଦିବସ: ଜାତୀୟ ହାରକୁ ଟପିଗଲାଣି ଓଡିଶା

ଭୁବନେଶ୍ବର: ଆଜି ୱାର୍ଲଡ ସୁଇସାଇଡ ପ୍ରିଭେନ୍ସନ ଡେ ବା ବିଶ୍ବ ଆତ୍ମହତ୍ୟା ନିବାରଣ ଦିବସ। ଚଳିତବର୍ଷର ଥିମ୍ ରହିଛି ଚେଞ୍ଜିଙ୍ଗ୍ ଦ ନ୍ୟାରେଟିଭ୍ ଅନ୍ ସୁଇସାଇଡ୍। ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଲୋକଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବଢିବାରେ ଲାଗିଛି । ଖାସ୍ କରି ଯୁବପିଢିଙ୍କ…

ୟୁପି ପରେ ରାଜସ୍ଥାନର ପାଳି: ଦୁର୍ଘଟଣା ଘଟାଇବା ପାଇଁ ଟ୍ରାକରେ ସିମେଣ୍ଟ ବ୍ଲକ୍, ଅଳ୍ପକେ ବର୍ତ୍ତିଲା ଟ୍ରେନ

ଜୟପୁର: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ଏକ ଟ୍ରେନ ଓଲଟାଇବା ପାଇଁ ଷଡ଼ଯନ୍ତ୍ରର ମାମଲା ସାମ୍ନାକୁ ଆସିଛି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରେଳ ଟ୍ରାକରେ ବିଭିନ୍ନ ସ୍ଥାନରେ ପ୍ରାୟ ୭୦ କେଜି ଓଜନର ସିମେଣ୍ଟ ବ୍ଲକ…

ଖୁବଶୀଘ୍ର ମୁକ୍ତିଲାଭ କରିବ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ଚଳଚ୍ଚିତ୍ର ‘ଆଭା’

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର 'ଆଭା' କୁ ମିଳିଲା ସେନସର ହୋଇ ଅନକଟ୍ ଓ‌ ୟୁ ସାର୍ଟିଫିକେଟ। ଆସନ୍ତା ୧୩ ସେପ୍ଟେମ୍ବରରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ଏହି ନୂଆ ଓଡ଼ିଆ ଚଳଚ୍ଚିତ୍ର 'ଆଭା'। ଜଣେ ଭିନ୍ନକ୍ଷମ ନାରୀର କାହାଣୀକୁ ନେଇ ନିର୍ମାଣ…