ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଏହି ୩ ରେକର୍ଡ ଉପରେ କୋହଲିଙ୍କ ନଜର
ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ପାଇଁ ଭାରତୀୟ ଦଳର ଘୋଷଣା ହୋଇଛି । ଏହି ସିରିଜ ପାଇଁ ସିନିୟର ଖେଳାଳିଙ୍କ ଜାତୀୟ ଦଳକୁ ପ୍ରତ୍ୟାବର୍ତନ ହୋଇଛି । ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ଏହି ସିରିଜରେ ୩ଟି ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ରହିବେ । କୋହଲି ଏବେ…