ଲୁଟେରାଙ୍କ ଗୁଳିମାଡ଼ରେ ବିଜେପି ନେତା ମୃତ
ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା । ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି । ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି ।
ଖବର ମୁତାବକ, ଗତକାଲି ଶ୍ୟାମ ସୁନ୍ଦର…