ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ: ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍କୋ
ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଛି ଇଣ୍ଡିଆ କେମ୍-୨୦୨୪। ଏଥିରେ ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିଛନ୍ତି।
ଓଡ଼ିଶାରେ ଶିଳ୍ପାୟନ ପାଇଁ…