ଗନ୍ଧମାର୍ଦ୍ଦନ ଯୋଗାଇଦେବ କର୍କଟ ଭଳି ଦୁରାରୋଗର ଔଷଧ…
ସମ୍ବଲପୁର: ପୁଣି ଗବେଷଣାରେ ଆଉ ପାଦ ଆଗକୁ ଆଗେଇଛି ସମ୍ବଲପୁର ବିଶ୍ବବିଦ୍ୟାଳୟ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍ ଏକ୍ସିଲେନ୍ସ ତରଫରୁ ଗନ୍ଧମାର୍ଦ୍ଦନ ପର୍ବତରୁ ସଂଗୃହୀତ ୧୬ ପ୍ରକାର ମିଶ୍ରିତ ଜଡ଼ିବୁଟିର ମିଶ୍ରଣରୁ ମଧୁମେହ ଔଷଧର ପେଟେଣ୍ଟ ପ୍ରସ୍ତୁତ କରାଯାଇଛି। ଏହା ସହିତ…