Latest Odisha News

BREAKING NEWS

ଚିକିଟି ପରେ ଦିଗପହଣ୍ଡି: ଗଡୁଛି ଗୋଟେ ପରେ ଗୋଟେ ମୁଣ୍ଡ

ଗଞ୍ଜାମ: ପ୍ରଥମେ ଚିକିଟି ଆଉ ଏବେ ଦିଗପହଣ୍ଡି। ମାଡିଛି ବିଷାକ୍ତ ମଦର ଚେର। ଗଞ୍ଜାମ ଜିଲ୍ଲାରେ ବିଷାକ୍ତ ମଦ ଚିକିଟି ଦୁଃଖ ଦେଇଥିବା ବେଳେ ଏବେ ଦିଗପହଣ୍ଡିରେ ଯାଇଛି ଗୋଟିଏ ଜୀବନ। ଦିଗପହଣ୍ଡି ଭୀଷ୍ମଗିରି ଗ୍ରାମ ପ୍ରେମନଗରର ଜଣେ ଯୁବକ କେ. କ୍ରିଷ୍ଣା ପାତ୍ର(୪୦) ବିଷାକ୍ତ ମଦ ପିଇ ମୃତ୍ୟୁ…

ନୂଆଁଖାଇ: ମା’ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ । ଉତ୍ସବମୁଖର ପୁର ପଲ୍ଲୀ । ଏହି ଅବସରରେ ଆଜି ଅମୃତ ବେଳାରେ ଇଷ୍ଟ ଦେବୀ ମା' ସମଲେଇଙ୍କ ଠାରେ ଲାଗି ହୋଇଛି ନବାନ୍ନ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ନିକଟରେ ସକାଳ ୯.୧୨ ରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଅବପାତ। ଏହାପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧…

ତୁହିନକାନ୍ତ ପାଣ୍ଡେଙ୍କୁ ବଡ ଦାୟିତ୍ୱ: କେନ୍ଦ୍ର ଅର୍ଥ ସଚିବ ଭାବେ ହେଲେ ନିଯୁକ୍ତ

ନୂଆଦିଲ୍ଲୀ: ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ । ଟିଭି ସୋମନାଥନଙ୍କ ସ୍ଥାନରେ ତୁହିନକାନ୍ତଙ୍କୁ ମିଳିଲା ବଡ ଦାୟିତ୍ୱ । ୧୯୮୭ ବ୍ୟାଚର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ । ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ତୁହିନକାନ୍ତ କାମ କରିଛନ୍ତି । ୨୦୧୯ ଅକ୍ଟୋବରରୁ…

ଆଜି କେନ୍ଦ୍ରାପଡ଼ାରେ କୁକୁଡ଼ାମରା ଅଭିଯାନ

କେନ୍ଦ୍ରାପଡ଼ା: ଡେରାବିଶ ବ୍ଳକ ଏଣ୍ଡର ଓ ବାଲିଆ ପଞ୍ଚାୟତରେ ବାର୍ଡ ଫ୍ଲୁ ଆତଙ୍କ । କୁକୁଡ଼ା ଫାର୍ମରୁ କୁକୁଡ଼ାଙ୍କ ନମୁନା ପରୀକ୍ଷା ପରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ସ୍ପଷ୍ଟ ହୋଇଛି । ସଂକ୍ରମଣ ଚିହ୍ନଟ ପରେ ସଂକ୍ରମିତ ଅଞ୍ଚଳର ୧ କିମି ପରିସର ମଧ୍ୟରେ ଥିବା ଫାର୍ମର ସମସ୍ତ କୁକୁଡ଼ା…

ଆଜି ମିଳିବ ସିଏମ୍ କିଷାନର ପ୍ରଥମ କିସ୍ତି, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି । ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା । ସମ୍ବଲପୁରରେ ସିଏମ୍ କିଷାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଯୋଜନା ଦ୍ଵାରା ଉପକୃତ ହେବେ ରାଜ୍ୟର ୪୬ ଲକ୍ଷରୁ ଅଧିକ ଚାଷୀ । ଆଜି ସମ୍ବଲପୁର ଗସ୍ତରେ ଯିବେ…

ଆଜି ଭାବର ତିହାର ନୂଆଁଖାଇ, ଡାଲଖାଇ ତାଳରେ ଦୁଲୁକୁଛି ପଶ୍ଚିମ ଓଡ଼ିଶା

ସମ୍ବଲପୁର: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ରଜା ପର୍ବ ନୂଆଁଖାଇ । ସମର୍ପଣର ଗଣପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା । ରାଗ ରୁଷା ଭୁଲି ଏକାତର ପର୍ବ ପାଳୁଛନ୍ତି ପଶ୍ଚିମ ଓଡିଶାବାସୀ । ଚାଷ ଚାଷୀ ଓ ପ୍ରକୃତିର ପର୍ବ ନୂଆଁଖାଇ । ଲଗ୍ନ ଅନୁସାରେ ସକାଳ ୯ଟା ୧୨ରୁ ୯ଟା ୨୭…

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର: ଆଜି ଉଚ୍ଚ ମାଧ୍ୟମିକ ପରିଷଦ (ସି.ଏଚ.ଏସ.ଇ) ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୋଲିସ ନିଯୁକ୍ତି ବୋର୍ଡ଼ର ଅଧ୍ୟକ୍ଷ ତଥା ଅଗ୍ନିଶମ ବାହିନୀର ପୂର୍ବତନ ମହାନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପରିଷଦର ଉତ୍ତୋରତ୍ତର…

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବର ଆକର୍ଷଣ କର୍ଣ୍ଣାଟକୀ ସଙ୍ଗୀତ

ଭୁବନେଶ୍ୱର: ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଏବଂ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ତୃତୀୟ ସନ୍ଧ୍ୟା ଅବିସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଥିଲା । ପ୍ରଖ୍ୟାତ କର୍ଣ୍ଣାଟକୀ କଣ୍ଠଶିଳ୍ପୀ ଡକ୍ଟର…

ଜାତୀୟ ଶୁଟିଂ ଚୟନରେ ଶ୍ରୀୟଙ୍କାଙ୍କ ପ୍ରଭାବୀ ପ୍ରଦର୍ଶନ

ନୂଆଦିଲ୍ଲୀ: ଓଡିଶାର ଷ୍ଟାର ଶୁଟର ଶ୍ରୀୟଙ୍କା ଷଡଙ୍ଗୀ ଜାତୀୟ ଚୟନ ଶିବିରରେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି । ମହିଳା ୫୦ ମିଟର ରାଇଫଲ ଥ୍ରୀ ପୋଜିଶନ ଟ୍ରାଏଲ ୬ରେ ସେ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ନୂଆଦିଲ୍ଲୀର କରନି ସିଂ ଶୁଟିଂ ରେଂଜରେ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ ଇଣ୍ଡିଆ ପକ୍ଷରୁ…