ଅସୁରକ୍ଷିତ ରାଜଧାନୀ: ରାଜରାସ୍ତାରେ କୋଷ୍ଟଗାର୍ଡ ଡିଆଇଜିଙ୍କୁ ଦୁର୍ବ୍ୟବହାର
ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ଭାରତୀୟ କୋଷ୍ଟଗାର୍ଡ ଡିଆଇଜିଙ୍କୁ ଦୁର୍ବ୍ୟବହାର l କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଂଜନ ଦାସ ଓ ତାଙ୍କ ପତ୍ନୀଙ୍କୁ ରାଜରାସ୍ତାରେ ଅସଦାଚରଣ କରାଯାଇଥିବା ନେଇ ଥାନାରେ ଅଭିଯୋଗ l ଅଭିଯୋଗ ପରେ ଦୁଇ ଜଣଙ୍କୁ ଅଟକ ରଖିଛି ନୟାପଲ୍ଲୀ ଥାନା ପୋଲିସ୍ l ଦୁଇ…