ବାଲେଶ୍ୱରରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ବନ ମହୋତ୍ସବ ପାଳିତ
ବାଲେଶ୍ୱର: ବାଲେଶ୍ୱରରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ବନ ମହୋତ୍ସବ ପାଳିତ ହୋଇଯାଇଛି । ଫେରୋ ଆଲଏଜ୍ ପ୍ଲାଣ୍ଟ (ଏଫ୍ଏପି) କାର୍ଯ୍ୟକାରୀ ଅଞ୍ଚଳ ଅନ୍ତର୍ଗତ ଛାନପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି ବନ ମହୋତ୍ସବ ଆୟୋଜିତ ହୋଇଥିଲା ।
କାର୍ଯ୍ୟକ୍ରମରେ ସୁତେଇ ପଞ୍ଚାୟତ…