‘ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ’
କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା । ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ । ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି । ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।…