ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ଅରୁଣ ସାହୁଙ୍କୁ ନୋଟିସ୍
କଟକ: ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ l ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ l ନାମାଙ୍କନ ସତ୍ୟପାଠରେ ଅରୁଣ ତଥ୍ୟ ଲୁଚାଇଥିବା ନେଇ ନିର୍ବାଚନ ବେଳେ ଅଭିଯୋଗ ହୋଇଥିଲା l
ସୂଚନା ଅନୁସାରେ, ଚଳିତ ବର୍ଷ ହୋଇଥିବା…