ମା’ଙ୍କୁ ବିଦାୟ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଜାଣନ୍ତୁ କେଉଁଠି ରହିଛି ଟ୍ରାଫିକ୍ କଟକଣା…
ଭୁବନେଶ୍ବର: ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା । ୯ ଦିନ ଧରି ମଣ୍ଡପରେ ଭକ୍ତଙ୍କୁ ନିଜର ଦୁର୍ଲଭ ରୂପର ଦର୍ଶନ କରାଇବା ପରେ ଆଜି ବିଦାୟ ନେବେ ମା’ ଦୁର୍ଗତୀନାଶିନୀ । ମା’ଙ୍କୁ ମେଲାଣି ଦେବାରେ ମନରେ ଯେତିକି ଦୁଃଖ ରହିଛି, ବିଦାୟ ନେଲେ ପୁଣି ଆର ବରଷକୁ ମା’ ଆସିବେ ତା’ର ଉତ୍କଣ୍ଠା…