Latest Odisha News

BREAKING NEWS

ସେୟାର ମାର୍କେଟରେ ଝଡ଼, ଖସିଲା ସେନସେକ୍ସ

ମୁମ୍ବାଇ: ଆମେରିକାରେ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ସେୟାର ବଜାରରେ ପଡ଼ିଛି। ଫଳରେ ନିବେଶକଙ୍କ କୋଟି କୋଟି ଟଙ୍କା କ୍ଷତି ହୋଇଛି। ଓପନିଂ ଟ୍ରେଡରେ ସବୁଠୁ ଖରାପ ପ୍ରଦର୍ଶନ କରିଛି ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ। ସେନସେକ୍ସ ୧୬୨୭ ପଏଣ୍ଟ ସହ ୨.୦୧% ଖସି ୭୯ ହଜାର ୩୫୪ରେ ପହଞ୍ଚିଛି। ସେହିପରି…

ଖଣି ଖନନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ବିଲ୍ ପାରିତ କଲେ ଝାଡଖଣ୍ଡ ସରକାର, ଲାଗୁ କରିବ କି ଓଡିଶା?…

ଭୁବନେଶ୍ବର: ଗତ ଶୁକ୍ରବାର ଝାଡଖଣ୍ଡ ବିଧାନସଭାରେ ପାରିତ ହୋଇଛି ଖଣି ଖନନ ସଂପର୍କିତ ବିଲ୍ । ଯେଉଁଥିରେ ରାଜସ୍ବ ବଢାଇବା ପାଇଁ ଝାଡଖଣ୍ଡ ସରକାର ଖଣି ଖନନ ଉପରେ ଉପକର ଲଗାଇବା ପାଇଁ ପ୍ରସ୍ତାବ ପାରିତ କରିଛନ୍ତି । ତେବେ ଗତ ଜୁଲାଇ ୨୫ ତାରିଖରେ ସୁପ୍ରିମକୋର୍ଟ ଖଣି ଖନନ ନେଇ ଏକ ବଡ ଘୋଷଣା…

୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ, ସ୍ଥିର ଅଛି ଜଳସ୍ତର

ସମ୍ବଲପୁର: ସ୍ଥିର ଅଛି ଜଳସ୍ତର। ହୀରାକୁଦରେ ୧୪ଟି ଗେଟ ଖୋଲିବାରୁ ଜଳସ୍ତର ବଢିଛି। କାରଣ ଆମେ ଜଳଭଣ୍ଡାରକୁ ୬୧୦ ଫୁଟ ଯାଏଁ ରଖିବାକୁ ଚେଷ୍ଟା କରିଛୁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ୧୪ଟି ସ୍ବିସ ଗେଟରେ ବନ୍ୟା ଜଳ ନିଷ୍କାସନ ହେଉଛି।…

୬୨ ବର୍ଷ ବୟସରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ଦେହାନ୍ତ

କଟକ: ରବିବାର ବିଳମ୍ବିତ ରାତିରେ କଟକ ବଡ଼ ମେଡିକାଲରେ ଚିକିତ୍ସାଧିନ ଅବସ୍ଛାରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କର ପରଲୋକ ଘଟିଛି। ୬୨ ବର୍ଷ ବୟସରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଗତ ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଏସସିବି ବଡ଼ ମେଡିକାଲର ଟ୍ରମା…

ବିଦ୍ୟୁତ୍‌ ଆଘାତରେ ୯ କାଉଡିଆ ମୃତ

ପାଟନା: ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୯ କାଉଡିଆଙ୍କ ମୃତ୍ୟୁ। ବିହାରର ବୈଶାଲି ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା। ବୈଶାଲି ଜିଲ୍ଲା ହାଜିପୁରରେ ପାଣି ନେଇ ଆସିବା ବେଳେ ଅଘଟଣ ଘଟିଛି। ୬ରୁ ଅଧିକ କାଉଡିଆଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକମାନେ…

ଓ୍ବାୟନାଡ ଗଲା ‘ଷ୍ଟର୍ମ’, ମାଟି ତଳେ ଖୋଜିବ ଜୀବନ

ବ୍ରହ୍ମପୁର: କେରଳରେ ପ୍ରକୃତି ଯେଉଁ ତାଣ୍ଡବ ରଚିଛି ସେଥିରେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାବତ ୩୬୦ ଜଣଙ୍କର ମୃତ୍ୟୁ ହେଲାଣି । ମାଟିତଳେ ପାଖାପାଖି ଆହୁରି ୧୦୦ ଜୀବନ ଫସିରହିଥିବା ସନ୍ଦେହ କରାଯାଉଛି । ସେଥିପାଇଁ ଭାରତୀୟ ସେନା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର…

ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ସୋମବାର ଶ୍ରାବଣ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆଜି ଅପରାହ୍ନ ୫ଟାଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ…

ଭିଜିଲାନ୍ସ ଜାଲରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ, ୧୨ଟି ସ୍ଥାନରେ ଚାଲିଛି ରେଡ୍

କଟକ: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ। ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୧୨ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍‌ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ରଥଙ୍କ ଘରେ ଆଜି…

ମମତା ମହନ୍ତଙ୍କ ଆସିବା ଟ୍ରେଲର ଥିଲା, ଆଗାମୀ ଦିନରେ ଭଲ ଫିଲ୍ମ ଦେଖିବେ: ସାଂସଦ ଅପରାଜିତା

ଭୁବନେଶ୍ଵର: କୁଡୁମୀ ନେତ୍ରୀ ମମତା ମହନ୍ତ ବିଜେଡି ତ ଛାଡିଲେ ରାଜ୍ୟସଭା ସଦସ୍ୟତା ଛାଡି ବିଜେଡିକୁ ଦୁର୍ବଳ କରି ଦେଇଗଲେ। ଏହାପରେ ଆରମ୍ଭ ହେଲା ରାଜନୈତିକ ଚର୍ଚ୍ଚା। ରାଜ୍ୟ ରାଜନୀତି ଏବେ ସରଗରମ। ମମତା ମହାନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସାଂସଦ…

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, କାଲିଠୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କଟକ ସହର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ…