ତୁରନ୍ତ ଲେବାନନ ଛାଡିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ ଦେଲା ଦୂତାବାସ
ବେରୁତ: ଇସ୍ରାଏଲ ଏବଂ ହିଜବୁଲ ମଧ୍ୟରେ ବଢୁଥିବା ତିକ୍ତତା ଭିତରେ ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ।
ଗୁରୁବାର ଦିନ ବେରୁତରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକମାନଙ୍କୁ ଲେବାନନ ଯାତ୍ରା ନକରିବାକୁ ପରାମର୍ଶ ଦେଇଛି।
ଗତ ବର୍ଷ ଅକ୍ଟୋବର ୮ରୁ ଇସ୍ରାଏଲ୍ ସୈନ୍ୟ ଏବଂ ହିଜବୁଲ…