ଖୋର୍ଦ୍ଧାରେ ପ୍ରତିଷ୍ଠା ହେବ ହୀରା କାରଖାନା: ୫୦୦ କୋଟି ଟଙ୍କାର ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ
ଖୋର୍ଦ୍ଦା: ରାଜ୍ୟରେ ଶିଳ୍ପାୟନକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ଏକ କୃତ୍ରିମ ହୀରା ପ୍ରସ୍ତୁତି ୟୁନିଟ୍ ପ୍ରତିଷ୍ଠା ନେଇ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ପ୍ରାୟ…