ସାମ୍ବାଦିକା ମଧୁମିତା ଆତ୍ମହତ୍ୟା ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଲା ପୋଲିସ
ଭୁବନେଶ୍ୱର: ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରଖିଛି ଧଉଳି ଥାନା ପୁଲିସ । ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଛି ପୋଲିସ l ଅଭିଯୁକ୍ତ ଶ୍ରୀଧରଙ୍କୁ ନେଇ ଭଡା ଘରେ ଆଜି ପୋଲିସ ଛାନଭିନ୍ କରିଛି । ମଧୁମିତା ରହୁଥିବା ବାପୁଜୀନଗର ଭଡା ଘରୁ ଏକ ସୁଇସାଇଡ…