କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: ୨୦୨୮ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ
ନୂଆଦିଲ୍ଲୀ: ପୁଣି ମାଗଣା ମିଳିବ ଚାଉଳ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଖାଦ୍ୟ ଆଇନ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଅଧୀନରେ ଦିଆଯାଉଥିବା ମାଗଣା ପୋଷଣଯୁକ୍ତ ଚାଉଳ ବଣ୍ଟନ ପ୍ରକ୍ରିୟା ଆସନ୍ତା ୨୦୨୮ ଯାଏ ଜାରି ରହିବ। ଆଜି କ୍ୟାବିନେଟ ବୈଠକରେ ଏଥିପାଇଁ ୧୭ ହଜାର ୨୮ କୋଟି ଟଙ୍କାର ବ୍ୟୟବରାଦ…