ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର l ଲଘୁଚାପ ଫଳରେ ଆସନ୍ତା ସେପ୍ଟେମ୍ବର ୧ ଯାଏଁ ପ୍ରବଳ ବର୍ଷା ହେବ ନେଇ ସମ୍ଭାବନା ରହିଛି l ସେପଟେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l ମାଲକାନଗିରି, କୋରାପୁଟ, ଗଜପତି…