କେଜ୍ରିଓ୍ବାଲଙ୍କ ପୁରୁଣା ଠିକଣାକୁ ସିଫ୍ଟ ହେଲେ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ, ତେଜିଲା ବିବାଦ
ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସେମାବାର ଠାରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ରହିବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଫ୍ଲାଗଷ୍ଟାଫ୍ ରୋଡ୍ ସ୍ଥିତ ପୁରୁଣା ମୁଖ୍ୟମନ୍ତ୍ରୀଙ୍କ ବଙ୍ଗଳାକୁ ଆତିଶୀଙ୍କ ସମସ୍ତ ଆସବାବପତ୍ର ସ୍ଥାନାନ୍ତର ଆରମ୍ଭ ହୋଇସାରିଛି।
ସେପଟେ…