ମହଙ୍ଗା ପଡିଲା ମହିଳାଙ୍କ ସହ ସଂପର୍କ, ଚାକିରିରୁ ବିଦା ହେଲେ ଏମ୍ସ ସୁରକ୍ଷାକର୍ମୀ
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ହସ୍ପିଟାଲ ସିକ୍ୟୁରିଟି ଗାର୍ଡଙ୍କ ଦ୍ୱାରା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ସ୍ୱାମୀ ବ୍ଲଡ଼ କ୍ୟାନ୍ସରରେ ଚିକିତ୍ସିତ ହେଉଥିବା ବେଳେ ଶାରିରୀକ ସମ୍ପର୍କ ରଖିବାକୁ ସିକୁରିଟି ଗାର୍ଡ ବାଧ୍ୟ କରିଥିବା ଅଭିଯୋଗ ହୋଇଛି । ଏପରି ଏକ ସାଂଘାତିକ ଅଭିଯୋଗ ପରେ…