ପ୍ରସନ୍ନଙ୍କୁ କଡା ଉତ୍ତର ଦେଲେ ସମୀର, କହିଲେ କୋଣ ଠେସା ଭୁଲି ଗଲଣି…….
ଭୁବନେଶ୍ବର: ବିଜେଡି ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ମୁହଁତୋଡ ଜବାବ ଦେଇଛନ୍ତି ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି । ନିକ ଏକ୍ସ ଆକାଉଣ୍ଟରେ ପ୍ରସନ୍ନଙ୍କ ଉପରେ ବର୍ଷିଛନ୍ତି ।
ଏନେଇ ସମୀର କହିଛନ୍ତି, ଦଳର ପରାଜୟ ପରେ ହତୋତ୍ସାହିତ ହୋଇପଡ଼ିଛନ୍ତି । ଓଡ଼ିଆ ଲୋକଙ୍କ…