ବାତିଲ୍ ହେଲା ପିଜିଟି ଲିଖିତ ପରୀକ୍ଷା
ଭୁବନେଶ୍ବର: ବାତିଲ୍ ହେଲା ପିଜିଟି ଲିଖିତ ପରୀକ୍ଷା । ପିଜିଟି ନିଯୁକ୍ତି ନେଇ ଆଜି ହେବାକୁ ଥିବା ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରିଛି ଓପିଏସସି ।
ତେବେ ଆଜି ଓପିଏସସି ପରୀକ୍ଷାର ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ପରୀକ୍ଷା ଲିଖିତ ପରୀକ୍ଷା ହେବାକୁ ଥିବା ବେଳେ ଏବେ…