କୋଲକାତା ଲଜ୍ଜା: ସିବିଆଇ ଜାଲରେ କିପରି ଫସିଲେ ସନ୍ଦୀପ ଘୋଷ ?
କୋଲକାତା: ସନ୍ଦୀପ ଘୋଷଙ୍କ ଘରେ ସିବିଆଇ ରେଡ୍ କରିଛି। ଆର୍.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଓ ତାଙ୍କ ସମ୍ପର୍କୀୟଙ୍କ ଘରେ ସିବିଆଇ ଚଢାଉ କରିଛି। ଦୁର୍ନୀତି ଅଭିଯୋଗରେ କୋଲକାତାର ୧୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଅନ୍ୟପଟେ ଅଭିଯୁକ୍ତ ସଞ୍ଜୟ ରୟର ପଲିଗ୍ରାଫ…