Latest Odisha News

BREAKING NEWS

ବିଜେଡି କନ୍ଦଳରେ ଘିଅ ଢାଳୁଛି କି ବିଜେପି? ବଢୁଛି ବିଜେଡି ଖାଲି ଦାବି…..

ଭୁବନେଶ୍ବର: ଖାଲି ହୋଇଯିବ ବିଜେଡି ଗଡ । ସବୁ ବିଜେଡି ନେତା ମନ୍ତ୍ରୀ କାଳେ ବିଜେପିରେ ମିଶିବା ପାଇଁ ଇଚ୍ଛୁକ । ଏକଥା ଆମେ ନୁହେଁ, ଏବେ ଏମିତି କିଛି ଲଗାତାର ଦାବି କରିଆସୁଛନ୍ତି ବିଜେପି ବିଧାୟକ ଓ ନେତା । ପୂର୍ବରୁ ବିଜେପିର ଅନେକ ନେତା ଏକଥା ଦାବି କରିଆସିଛନ୍ତି । ଗତକାଲି ବିଜେପି…

ଇସ୍ରାଏଲ ବିରୋଧରେ ଭାରତର ସମର୍ଥନ ଚାହୁଁଛି କି ଇରାନ ?

ନୂଆଦିଲ୍ଲୀ: ଦିନେ ଇସ୍ରାଏଲ-ଇରାନ ଦୁଇଦେଶ ବନ୍ଧୁ ଥିଲେ। କିନ୍ତୁ ଏବେ ହୋଇଛନ୍ତି ଶତ୍ରୁ। ପରସ୍ପରକୁ ଦେଉଛନ୍ତି ମୁହଁତୋଡ ଜବାବ। କେହି କାହାକୁ ଛାଡିବାକୁ ନାରାଜ। ଦିନକୁ ଦିନ ବଢିବାରେ ଲାଗି ଉତ୍ତେଜନା। ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ ପରେ ସଂକଟ ହୋଇଛି ଘନୀଭୂତ। ଇସ୍ରାଏଲ…

ଗଡିଲା ବିଜୟା ରଥ, ପାପର ବିନାଶ ପୁଣ୍ୟର ପ୍ରତିଷ୍ଠା ଲାଗି ଗର୍ଭ ଗୃହରୁ ରଥଦାଣ୍ଡକୁ ଆସିଲେ ମା’ ବିରଜା

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ରଥଯାତ୍ରା । ରଥଖଳାରେ ମାସେ ହେଲାଣି ଚାଲିଥିଲା ସିଂହଧ୍ୱଜ ରଥନିର୍ମାଣ । ମାଆ ବିରଜାଙ୍କୁ ରଥରେ ଦର୍ଶନ ପାଇଁ ଅପେକ୍ଷାରେ ଥିଲେ ଶ୍ରଦ୍ଧାଳୁ । ଗଡିଛି ବିଜୟା ରଥ,ଅସତ୍ୟ ଉପରେ ହେବ ସତ୍ୟର ବିଜୟ । ମନ୍ଦିରରୁ ବାହାରି…

ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ

ବରଗଡ଼:ବରଗଡ଼ ଜିଲ୍ଲା କାରାଗାରରେ ପୋଲିସ ବିଭାଗର ଅଚାନକ ଚଢ଼ାଉ l ଚଢ଼ାଉ ବେଳେ କାରାଗାରରୁ ବ୍ୟାପକ ମାତ୍ରାରେ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ l ସେପଟେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରି ବିପୁଳ ମାଦକଦ୍ରବ୍ୟ ଜବତ କରିଛି ପୋଲିସ l ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା…

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ  ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ…

ହବିଷ୍ୟାଳୀଙ୍କ ପାଇଁ ଖୁସି ଖବର: ୬ରୁ ଆବେଦନ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା । ପ୍ରତିବର୍ଷ ଏନେଇ ହବିଶ୍ୟାଳୀମାନେ ଆବେଦନ କରିଥାଆନ୍ତି । ପଞ୍ଜିକୃତ କରିଥିବା ହବିଷ୍ୟାଳୀଙ୍କ ପାଇଁ ସରକାର ଖାଇବା ରହିବା ବନ୍ଦୋବସ୍ତ…

ଫ୍ୟାନ୍ସଙ୍କ ପାଇଁ ଖୁସି ଖବର: ହସ୍ପିଟାଲରୁ ଡିସଚାର୍ଜ ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର। ହସ୍ପିଟାଲରୁ ଡିସଚାର୍ଜ ହେଲେ ସୁପରଷ୍ଟାର ରଜନୀକାନ୍ତ। ଗତ ରାତିରେ ହସ୍ପିଟାଲରୁ ଡିସଚାର୍ଜ ହୋଇ ସାରିଥିବା ଜଣାଯାଇଛି। ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ପେଟରେ ଅସହ୍ୟ ଯନ୍ତ୍ରଣା…

ତିରୁପତି ଲଡୁ ବିବାଦ: ଯାଞ୍ଚ କରିବ ସ୍ବତନ୍ତ୍ର ଏସଆଇଟି

ତିରୁପତି: ତିରୁପତି ଭେଙ୍କଟେଶ୍ବର ବାଲାଜୀ ମନ୍ଦିରର ଲଡୁ ଭୋଗରେ ପଶୁଚର୍ବି ଓ ଅପମିଶ୍ରିତ ଘିଅ ମିଶିବା ବିବାଦରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ କଡା ଟିପ୍ପଣି ଦେଇଛନ୍ତି ସୁପ୍ରିମେକାର୍ଟ  । କହିଛନ୍ତି, ଏହା ଆସ୍ଥାର ବିଷୟ, ଏଥିରେ ସ୍ବତନ୍ତ୍ର ଟିମ୍ କାମ କରୁ । ରାଜ୍ୟ ସରକାରଙ୍କ…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଏନେଇ କେନ୍ଦ୍ରମନ୍ତ୍ରୀ…

ଆଜି ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ l ଏହା ପରେ ଅରବିନ୍ଦ କେଜ୍ରିୱାଲ ଆପ ସାଂସଦ ଅଶୋକ ମିତ୍ତଲଙ୍କ ଘର 5 ଫିରୋଜଶା ରୋଡରେ ରହିବେ l ପୂର୍ବରୁ ବହୁ ବିଧାୟକ ଏବଂ କର୍ପୋରେଟରମାନେ…