ଆଜି ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବେ ଅରବିନ୍ଦ କେଜ୍ରିୱାଲ
ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ବାସଭବନ ଖାଲି କରିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ l ଏହା ପରେ ଅରବିନ୍ଦ କେଜ୍ରିୱାଲ ଆପ ସାଂସଦ ଅଶୋକ ମିତ୍ତଲଙ୍କ ଘର 5 ଫିରୋଜଶା ରୋଡରେ ରହିବେ l
ପୂର୍ବରୁ ବହୁ ବିଧାୟକ ଏବଂ କର୍ପୋରେଟରମାନେ…