ବୁଧବାର ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ, ଜାଣନ୍ତୁ କାହିଁକି…
ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ…