ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠନ
ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।
ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ ସଦସ୍ୟ…